ଓଡ଼ିଆ ସିନେମା ନିର୍ଦ୍ଦେଶକ ଚକ୍ରଧର ସାହୁଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 5, 2019

ଓଡ଼ିଆ ସିନେମା ନିର୍ଦ୍ଦେଶକ ଚକ୍ରଧର ସାହୁଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ସିନେମା ନିର୍ଦ୍ଦେଶକ ଚକ୍ରଧର ସାହୁଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

‘ନୀଳ ମାଷ୍ଟ୍ରାଣୀ’, ‘କେବେ ତୁମେ ନାହଁ, କେବେ ମୁଁ ନାହିଁ’ ଓ  ‘ତୁମକୁ ପାରିନି  ତ ଭୁଲି’ର  ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର।

ଓଲିଉଡରେ ଜଣେ ଜଶାଶୁଣା ସିନେ ନିର୍ଦ୍ଦେଶକ ହେଉଛନ୍ତି ଚକ୍ରଧର। ତାଙ୍କ ମୃତ୍ୟୁରେ ଓଡ଼ିଆ ଫିଲ୍ମ ଜଗତରେ ଅପୂରଣନୀୟ କ୍ଷତି ସୃଷ୍ଟି ହୋଇଛି।



from Odisha Reporter http://bit.ly/2BpRR1n

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages