୨୦ ଫେବୃଆରୀ, ବୁଧବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 19, 2019

୨୦ ଫେବୃଆରୀ, ବୁଧବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2-1-1-1

ମେଷ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଦ୍ୱନ୍ଦ୍ୱ ଭିତରେ ରହିବେ। ଯାତ୍ରା କରନ୍ତୁ ନାହିଁ।

ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମିଥୁନ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମନ ଖୁସି ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ପାରିବାରିକ ବାତାବରଣ ଅନୁକୂଳ ରହିବ।

ସିଂହ: ସାହିତ୍ୟ-କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି।

କନ୍ୟା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମଧ୍ୟାହ୍ଣ ପରେ ଶରୀର ଫୂର୍ତ୍ତି ରହିବ।

ଜୀବନସାଥୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଦିନଟି ଭଲରେ କଟିବ। ବ୍ୟବସାୟରେ ଅଧିକ ଲାଭ ହେବ। ମାନ-ସମ୍ମାନ ବଢ଼ିବ। ଚାକିରିକ୍ଷେତ୍ରରେ ପ୍ରଂଶସିତ ହେବେ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ହନୁମାନଙ୍କୁ ପୂଜା କରନ୍ତୁ।

ମକର: ଖର୍ଚ୍ଚାନ୍ତରେ ପଡ଼ି ପାରନ୍ତି। ଆଇନଗତ ମାମଲାରେ ବିଜୟୀ ହେବେ। କୌଣସି ନିଷ୍ପତ୍ତି ନେବା ବେଳେ ଦ୍ୱନ୍ଦ୍ୱରେ ରୁହନ୍ତୁ ନାହିଁ।

କୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ବିଦାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଯାତ୍ରା କରନ୍ତୁ ନାହିଁ।

ମୀନ: ସାଙ୍ଗଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭସମାଚାର ମିଳିପାରେ।



from Odisha Reporter https://ift.tt/2EkCCZG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages