ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଅଣିଲେ ବାପ ଘର ଲୋକେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 10, 2019

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଅଣିଲେ ବାପ ଘର ଲୋକେ

telkoi

ତେଲକୋଇ (ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ  କରଦାଙ୍ଗି ଗାଁର ଆମ୍ୱତଇଲା ସାହିରେ ଜଣେ ମହିଳାଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି।ତାଙ୍କ ନାଁ ଝୁନୁ ମହନ୍ତ।

ଝୁନୁଙ୍କ ସ୍ୱାମୀ ହରିଶ୍ଚନ୍ଦ୍ର ମହାନ୍ତ କହିଛନ୍ତି, “ମୁଁ ବାଡ଼ିରେ ସଜନା ଫୁଲ ତୋଲିବା ବେଳେ ଝୁନୁ ଘରେ ବେକରେ ରଶି ଲଗାଇ ଦେଇଥିଲେ। ଘରକୁ ଆସି ଏହା ଦେଖିବା ପରେ ପଡ଼ୋଶୀଙ୍କୁ ଡାକି ଉଦ୍ଧାର କରିଥିଲୁ। ସେତେବେଳକୁ ତା’ର ମୃତ୍ୟୁ ଘଟି ସାରିଥିଲା।”

ଖବର ପାଇ ଝୁନୁଙ୍କ ବାପଘର ଲୋକେ କରଦାଙ୍ଗିରେ ପହଞ୍ଚିବା ସହ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି।

ତେଲକୋଇ ପୁଲିସ୍‌ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter http://bit.ly/2SHe5WC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages