ରୋଷେଇ କରୁଥିଲେ, ଘରେ ନିଆଁ ଲାଗିଗଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 3, 2019

ରୋଷେଇ କରୁଥିଲେ, ଘରେ ନିଆଁ ଲାଗିଗଲା

କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍‌ ଅନ୍ତର୍ଗତ ଜଂରା ଗାଁରେ  ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅଭୟ ବେହେରା, ସଞ୍ଜୟ ବେହେରା ଏବଂ ବିଜୟ ବେହେରାଙ୍କ ୬ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଘରର ସମସ୍ତ ଆସବାବପତ୍ର ଓ ଧାନ ପୋଡ଼ି ଯାଇଛି। ଏହାସହ ୩ଟି ବାଛୁରୀ ମଧ୍ୟ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଗତକାଲି ବିଳମ୍ୱିତ ରାତିରେ ଗ୍ୟାସ୍‌ରୁ ଲିକ୍‌ ନିଆଁ ଲାଗି ଯାଇଥିଲା। ଖବର ପାଇ କେଆରବାଙ୍କରୁ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।



from Odisha Reporter http://bit.ly/2WDTodl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages