ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ: ଜଣେ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 1, 2019

ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ: ଜଣେ ଗିରଫ

kandhamal

ବାଲିଗୁଡ଼ା (ଅଜିତ୍‌ ନାୟକ): କନ୍ଧମାଳ ଜିଲ୍ଲାର କୋଟଗଡ଼ ଅଞ୍ଚଳରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଗତ ଗୁରୁବାର କୋଟଗଡ଼ ଥାନାରେ ଅଭିଯୋଗ ହୋଇଥିଲା। ମାମଲାରେ ପୁଲିସ୍‌ ଅକ୍ଷୟ ବଡ଼ନାୟକ ନାମକ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ କୋଟଗଡ଼ ଥାନା ଅଧିକାରୀ ନିରୋଜ କୁମାର ସାମଲ ସୂଚନା ଦେଇଛନ୍ତି।

ଏହି ଘଟଣାକୁ ମିଶାଇ କନ୍ଧମାଳ ଜିଲ୍ଲାରେ ୨୦ ଦିନ ମଧ୍ୟରେ ୮ଟି ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି। ଯାହାକି ଉଦ୍‌ବେଗର କାରଣ ହୋଇଛି।

ସୂଚନାଯୋଗ୍ୟ, ନିକଟରେ କନ୍ଧମାଳ ଜିଲ୍ଲାର ବେଲଘର ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା।



from Odisha Reporter http://bit.ly/2Gi8ZJR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages