କେନ୍ଦ୍ରୀୟ କର୍ମଚାରୀଙ୍କୁ ଭେଟି: ୩% ମହଙ୍ଗା ଭତ୍ତା ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 19, 2019

କେନ୍ଦ୍ରୀୟ କର୍ମଚାରୀଙ୍କୁ ଭେଟି: ୩% ମହଙ୍ଗା ଭତ୍ତା ବୃଦ୍ଧି

ନୂଆଦିଲ୍ଲୀ(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍ ସରକାରୀ କର୍ମଚାରୀ ଓ ପେନସନ୍ ଉପଭୋକ୍ତାଙ୍କ ପାଇଁ ୩% ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।

ଏହି ନିଷ୍ପତ୍ତି ଫଳରେ ଏହାଦ୍ୱାରା ପ୍ରାୟ ଏକ କୋଟିରୁ ଊର୍ଦ୍ଧ୍ୱ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍‌ସନ୍ ଭୋଗୀ ଉପକୃତ ହେବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏ ବାବଦରେ ସରକାରଙ୍କ ରାଜକୋଷ ଉପରେ ବାର୍ଷିକ ଅତିରିକ୍ତ ୯୦୦୦ କୋଟି ଟଙ୍କାର ଆର୍ଥିକ ବୋଝ ପଡ଼ିବ।



from Odisha Reporter http://bit.ly/2GPDYNr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages