୧୫ ଛାତ୍ରୀ ଝାଡ଼ାବାନ୍ତିରେ ଅସୁସ୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 24, 2019

୧୫ ଛାତ୍ରୀ ଝାଡ଼ାବାନ୍ତିରେ ଅସୁସ୍ଥ

ସୁନ୍ଦରଗଡ଼,(ଓଡ଼ିଶା ରିପୋର୍ଟର) ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ବ୍ଲକ୍‌ ଉଲସୁରେଇ କନ୍ୟା ଆଶ୍ରମର ଛାତ୍ରୀ ଅସୁସ୍ଥ। ୧୫ ଜଣ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଲହୁଣୀପଡ଼ା ଓ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଶୁକ୍ରବାର ମାଟ୍ରିକ୍‌ ପରୀକ୍ଷା ଦେଇ ଆସିବାପରେ ପେଟ କାଟିଥିଲା। ଏକ ଟିମ୍‌ ସ୍କୁଲ ଯାଇ ଛାତ୍ରୀମାନଙ୍କ ଚିକିତ୍ସା କରିଥିଲେ ବି ସେମାନେ ଭଲ ହୋଇନଥିଲେ। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।



from Odisha Reporter https://ift.tt/2tJCddb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages