ରାଜଧାନୀରୁ ନବଜାତ ଶିଶୁକନ୍ୟା ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 10, 2019

ରାଜଧାନୀରୁ ନବଜାତ ଶିଶୁକନ୍ୟା ଉଦ୍ଧାର

bbsr

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ପ୍ରଶାନ୍ତି ବିହାର ଅଞ୍ଚଳରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ପରିତ୍ୟକ୍ତ ଜାଗାରୁ କ୍ଷତାକ୍ତ ଅବସ୍ଥାରେ ଶିଶୁଟିକୁ କିଛଇ ପଥଚାରୀ ଦେଖି ଉଦ୍ଧାର କରିଥିଲେ।

ଏହାପରେ ନବଜାତ ଶିଶୁକନ୍ୟାକୁ କିମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।



from Odisha Reporter http://bit.ly/2TDi4At

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages