ଅଧିକ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ା: ଗଡ଼କରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 6, 2019

ଅଧିକ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ା: ଗଡ଼କରୀ

କାମାକ୍ଷାନଗର(ରାକେଶ ଦେହୁରୀ): “ରାଜ୍ୟରେ ଶିଳ୍ପ ହେଲେ ବେକାରୀ କମିବ। ଅଧିକ ପିଲା ନିଯୁକ୍ତି ପାଇବେ। ରାଜ୍ୟ ସରକାର ସହଯୋଗ କଲେ ଅଧିକ ପ୍ରକଳ୍ପ ପ୍ରତିଷ୍ଠା ହୋଇପାରିବ।” ଆଜି କାମାକ୍ଷାନଗରରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରୀ ନୀତିନ ଗଡ଼କରୀ ଏହା କହିଛନ୍ତି।

ଏହାସହ କାମାକ୍ଷାନଗରରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି। ସେଠାରେ ୨ ହଜାର ୩୩୫ କୋଟି ମୂଲ୍ୟର ୩ଟି ଜାତୀୟ ରାଜପଥ ପ୍ରକଳ୍ପର ଭୂମିପୂଜା କରିଛନ୍ତି।

ଏହାସହ ଓଡ଼ିଶାରେ ଅଧିକ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ସହଯୋଗ ଲୋଡ଼ିଛନ୍ତି ଗଡ଼କରୀ।

ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟକ୍ରମରେ  କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ ଥିଲେ।



from Odisha Reporter http://bit.ly/2MQ4Uxt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages