ହୋଇପାରେ ଝଡ଼ବର୍ଷା, ସତର୍କ ରହିବାକୁ ୪ ଜିଲ୍ଲାବାସୀଙ୍କୁ ପରାମର୍ଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 28, 2019

ହୋଇପାରେ ଝଡ଼ବର୍ଷା, ସତର୍କ ରହିବାକୁ ୪ ଜିଲ୍ଲାବାସୀଙ୍କୁ ପରାମର୍ଶ

Imd issues alert to 4 districts

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୪ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ଚାରୋଟି ଜିଲ୍ଲା ହେଉଛି- ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବାଲେଶ୍ୱର।

ଅପରାହ୍ନ ୪ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ଚାରୋଟି ଜିଲ୍ଲାର ଲୋକଙ୍କୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।



from Odisha Reporter https://ift.tt/2VkUpFq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages