
ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।
ତିହିଡି ବଜାରରେ ଏକ ସ୍କର୍ପିଓ ଦ୍ରୁତ ଗତିରେ ଆସି ଟ୍ରକ୍ ପଛକୁ ପିଟି ଦେଇଥିଲା। ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା।
ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।
ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ମୃତାହତଙ୍କ ପରିଚୟ ମିଳିପାରିନାହିଁ।
from Odisha Reporter http://bit.ly/2HYaO0N
No comments:
Post a Comment