ଚିଲିକା କୂଳରେ ପଡ଼ିଛି ଡଲଫିନ୍‌ର ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 23, 2019

ଚିଲିକା କୂଳରେ ପଡ଼ିଛି ଡଲଫିନ୍‌ର ମୃତଦେହ

fish

ବ୍ରହ୍ମଗିରି (ରବିନାରାୟଣ ପୂଜାରୀ): ପୁରୀ ଜିଲ୍ଲା ଚିଲିକା ଘାଟପେଣ୍ଟ ନିକଟରେ ଗତକାଲି ସନ୍ଧ୍ୟାରୁ ଏକ ବିରଳ ଇରାୱାଡ଼ି ଡଲଫିନ୍‌ର ମୃତଦେହ ପଡ଼ିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନାହାନ୍ତି।

ଏହି ବିରଳ ପ୍ରଜାତିର ଡଲଫିନ୍ ସଂଖ୍ୟା  ଚିଲିକାରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଗତ ଜାନୁଆରୀ ୧୭ରେ ଚିଲିକାରେ ଡଲଫିନ୍‌ ଗଣନା କରାଯାଇଥିଲା। ଚିଲିକାରେ ୧୧୩ଟି ଡଲଫିନ୍‌ ଥିବା ଜଣାପଡ଼ିଥିଲା। ତେବେ ଚଳିତ ମାସ ୩ଟି ଡଲଫିନ୍‌ଙ୍କ ବିଭିନ୍ନ କାରଣରୁ ମୃତ୍ୟୁ ଘଟିଛି।



from Odisha Reporter https://ift.tt/2BOvT8k

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages