ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲେ ସୂର୍ଯ୍ୟକାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 1, 2019

ସାମ୍ବାଦିକଙ୍କୁ ଆକ୍ରମଣ କରି ବନ୍ଧା ହେଲେ ସୂର୍ଯ୍ୟକାନ୍ତ

ପଟ୍ଟାମୁଣ୍ଡାଇ( ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଟାଇରେ ସାମ୍ବାଦିକଙ୍କୁ ଆକ୍ରମଣ ମାମଲାରେ ପୁଲିସ୍‌ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ତା ନାଁ ସୂର୍ଯ୍ୟକାନ୍ତ ମଳିକ। ପଟ୍ଟାମୁଣ୍ଡାଇ ପୁଲିସ୍‌ର ସ୍ୱତନ୍ତ୍ର ଟିମ୍ ଅଭିଯୁକ୍ତକୁ ଗିରଫ କରିଛି।

କିଛିଦିନ ତଳେ ପଟ୍ଟାମୁଣ୍ଡାଇରେ ସାମ୍ବାଦିକଙ୍କୁ କଟୁରୀରେ ଆକ୍ରମଣ କରି ସୂର୍ଯ୍ୟକାନ୍ତ ଫେରାର  ହୋଇଯାଇଥିଲା। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତକୁ ତୁରନ୍ତ ଗିରଫ ନେଇ ପଟ୍ଟାମୁଣ୍ଡାଇ ସାମ୍ବାଦିକ ସଂଘ ପକ୍ଷରୁ ଦାବି ହୋଇଥିଲା।

ସୂର୍ଯ୍ୟକାନ୍ତ ଦୁବାଇ ଯିବାକୁ ଉଦ୍ୟମ କରୁବା ପୁଲିସ୍‌ ପାଖରେ ଖବର ପହଞ୍ଚି ଥିଲା। ଏହାକୁ ଆଧାର କରି ପୁଲିସ୍‌ର ସ୍ୱତନ୍ତ୍ର ଟିମ୍‌ ଚଢ଼ଉ କରି ତାକୁ ଗିରଫ କରିଛି।



from Odisha Reporter http://bit.ly/2D1HAbB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages