ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ନକ୍ସଲ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 23, 2019

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ନକ୍ସଲ ମୃତ

ରାଞ୍ଚି: ଓଡିଶା ସୀମାନ୍ତରେ ଥିବା ଝାଡ଼ଖଣ୍ଡର ଗୁମଲା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସହ ଏନକାଉଣ୍ଟରରେ ଦୁଇ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ଠାରୁ ଦୁଇଟି ଏକେ ୪୭ ବନ୍ଧୁକ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଅଞ୍ଚଳରେ ନକ୍ସଲ ଗତିବିଧି ନେଇ ଗୁଇନ୍ଦା ଖବର ମିଳିବା ପରେ ଝାଡ଼ଖଣ୍ଡ ପୁଲିସ ଓ ୨୦୯ କୋବ୍ରା ବାଟାଲିୟନ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା।

ଗତ ଜାନୁଆରୀରେ ଏନକାଉଣ୍ଟରରେ ୫ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କଠାରୁ ୫ଟି ପିସ୍ତଲ ସହ ଗୋଟିଏ ଏକେ ୪୭ ଜବତ ହୋଇଥିଲା।



from Odisha Reporter https://ift.tt/2U6uAZA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages