ପୁଲୱାମାରେ ସହିଦ ଓଡ଼ିଆ ଯବାନଙ୍କୁ ପୁରୀରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 24, 2019

ପୁଲୱାମାରେ ସହିଦ ଓଡ଼ିଆ ଯବାନଙ୍କୁ ପୁରୀରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

puri

ପୁରୀ (ମଧୁସୂଦନ ମିଶ୍ର): ଜମ୍ମୁ-କଶ୍ମୀର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ୨ ଓଡ଼ିଆ ଯବାନଙ୍କ ଏକାଦଶାହ ପାଳନ କରାଯାଇଛି। ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀରେ ଦୁଇ ସହିଦଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବା ସହ ମୁଣ୍ଡନ ଓ ତିଳତର୍ପଣ କରାଯାଇଛି। ଏହି ଅବସରରେ ମୁକ୍ତିମଣ୍ଡପ ବ୍ରାହ୍ମଣଙ୍କୁ ମହାପ୍ରସାଦ, ଅନ୍ନ ବସ୍ତ୍ର ଦାନ କରାଯାଇଥିଲା।

ଶ୍ରୀଜଗନ୍ନାଥ ସେନାର ଆବାହକ ସହିଦଙ୍କ ପରିବାରଠାରୁ ଚିତାଭସ୍ମ ଗ୍ରହଣ କରି ସ୍ୱର୍ଗଦ୍ୱାର ଓ ମହୋଦଧିରେ ବିସର୍ଜନ କରିଥିଲେ।

ଏହାସହ ସେନା ପକ୍ଷରୁ ସହିଦ ମନୋଜ ବେହେରାଙ୍କ ସର୍ମ୍ପକୀୟଙ୍କୁ ତଣ୍ଟିଆ ମାରିଥିବା ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ଫଟୋ ପୋଡ଼ାଯାଇଥିଲା।



from Odisha Reporter https://ift.tt/2BSmU66

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages