
ଶ୍ରୀନଗର: ଜମ୍ମୁ ବୁଡ଼ଗମ ଜିଲ୍ଲାରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଫଳରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁଶ୍ଟୁ ଗାଁରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି। ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଫଳରେ ୪ ଯବାନ ଆହତ ହୋଇଥିବା ବେଳେ ଚିକିତ୍ସାଧୀନ ରହିଛନ୍ତି।
ସୂଚନାଯୋଗ୍ୟ ଗତକାଲି ମଧ୍ୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଦୁଇଟି ସ୍ଥାନରେ ହୋଇଥିବା ଏନ୍କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବାବେଳଏ ସୋପିଆନ୍ରେ ୩ କୁପୱାଡାରେ ଜଣେ ଆତଙ୍କବାଦୀ ପ୍ରାଣ ହରାଇଛି।
from Odisha Reporter https://ift.tt/2JPoexh
No comments:
Post a Comment