ରାଜଧାନୀରେ ବଧୂ ହତ୍ୟା! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 5, 2019

ରାଜଧାନୀରେ ବଧୂ ହତ୍ୟା!

dead

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱର କେଶୁରା ସ୍ଥିତ ଆଶୁତୋଷ ନଗରରେ ଏହି ଘଟଣା ଘଟିଛି।

ଗତକାଲି ଆଶୁତୋଷ ନଗର ଅଞ୍ଚଳରେ ଜଣେ ମହିଳା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ତାଙ୍କ ବାପ ଘର ଲୋକେ ଅଭିଯୋଗ କରିଛନ୍ତି ଯେ ତାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଛି। ଏନେଇ ସେମାନେ ଥାନାରେ ଏତଲା ମଧ୍ୟ ଦେଇଛନ୍ତି। ପୁଲିସ୍ ଘଟଣାର ତଦନ୍ତ କରୁଛି।

womanମୃତ ମହିଳାଙ୍କ ବାପା କହିଛନ୍ତି,“ଝିଅ ରଶି ଲଗାଇ ଆତ୍ମହତ୍ୟା କରିଥିବା ତା’ ଶାଶୂ ଘର ଲୋକେ ଆମକୁ ଖବର ଦେଇଥିଲେ। ଆମ ଝିଅ ରଶି ଲଗାଇ ଆତ୍ମହତ୍ୟା କରି ନାହିଁ। ତା’ ଶାଶୂ ଘର ଲୋକେ ତାକୁ ମାରି ଦେଇଛନ୍ତି। ଯୌତୁକ ପାଇଁ ତା’ ଶାଶୂ ଘର ଲୋକେ ତା’ ସହିତ ସବୁବେଳେ ଝଗଡ଼ା କରୁଥିଲେ।”



from Odisha Reporter https://ift.tt/2VBylXj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages