ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଉମରକୋଟ(କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଚିକଲପଦର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଛଟାଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ଗାଁ ପୋଖରୀ ନିକଟରେ ଥିବା ଜାମୁ କୋଳି ଗଛରେ ପ୍ରେମୀ ଯୁଗଳ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଯୁବତୀ ହେଲେ ଗାଁର ଇନ୍ଦ୍ର ଗଣ୍ଡ ଓ ସୁଶୀଳା କଲାର।

ଗତ ରାତିରେ ଦୁହେଁ ଗଛରେ ରଶି ଲଗାଇଥିବା ଅନୁମାନ କରାଯାଉଛି। ଆଜି ସକାଳେ ଗାଁ ଲୋକେ ଗଛରେ ମୃତଦେହ ଝୁଲୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ତେବେ ଆତ୍ମହତ୍ୟାର କାରଣ  ଜଣାପଡ଼ିନି।



from Odisha Reporter https://ift.tt/2UQ9uPr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages