୪ଟି କଲରାପତରିଆ ଚମଡ଼ା ଜବତ, ୭ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 15, 2019

୪ଟି କଲରାପତରିଆ ଚମଡ଼ା ଜବତ, ୭ ଗିରଫ

କୁଚିଣ୍ଡା (ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା କୁଚିଣ୍ଡାରୁ ଏକ ବଡ଼ଧରଣର କଲରାପତରିଆ ବାଘ ରାକେଟର ପର୍ଦ୍ଦାଫାଶ ହୋଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଏହାର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ଏସ୍‌ଟିଏଫ୍‌ ଟିମ୍‌ ୪ଟି କଲରାପତରିଆ ବାଘ ଚମଡା ଜବତ କରିଛି।

ଏହି ଅଭିଯୋଗରେ ୭ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ ହେଲେ ସଞ୍ଜୟ ବାଘ, ସୁନିଲ୍‌ କାଲୁ, ଦୁସରାଜ ପଟେଲ, ମିନକେତନ ମୁଣ୍ଡୁ, କୈଳାସ ମାଝୀ, ଝୁଲକେତନ ନାଏକ ଓ କୁମାଡ଼ ବରା। ଏମାନଙ୍କ ଘର ସମ୍ୱଲପୁର ଓ ଝାରସୁଗୁଡ଼ା ଜିଲ୍ଲା ବୋଲି ଜଣାପଡ଼ିଛି। କଲରାପତରିଆ ବାଘ ଚମଡ଼ା ଗୁଡିକ କୁଚିଣ୍ଡାରୁ ସମ୍ବଲପୁର ଚାଲାଣ ହେଉଥିବା ବେଳେ ଏସ୍‌ଟିଏଫ୍‌ ଟିମ୍‌ ଚଢଉ କରି ଏମାନଙ୍କୁ ଗିରଫ କରିଛି।

 



from Odisha Reporter https://ift.tt/2O5NUnE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages