ଦଳୀୟ ଟିକେଟ ନପାଇ ଦଳ ଛାଡ଼ୁଛନ୍ତି ଏମପି,ଏମଏଲଏ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 20, 2019

ଦଳୀୟ ଟିକେଟ ନପାଇ ଦଳ ଛାଡ଼ୁଛନ୍ତି ଏମପି,ଏମଏଲଏ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ଦଳୀୟ ଟିକେଟ ନ ମିଳିବା ପରେ ବିଜେଡିରୁ ଜଣକ ପରେ ଜଣେ ନେତା ଅସନ୍ତୋଷ ପ୍ରକାଶ କରି ଦଳ ଛାଡ଼ୁଛନ୍ତି। ଏଯାଏଁ ୩ ଜଣ ସିଟିଂ ଏମପି ଓ ୩ ଜଣ ସିଟିଂ ଏମଏଲଏ  ଦଳ ଛାଡ଼ିଲେଣି।

ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, କଳାହାଣ୍ଡି ସାଂସଦ ଅର୍କ କେଶରୀ ଦେଓ ଏବଂ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେହିପରି ନୀଳଗିରି ବିଧାୟକ ସୁକାନ୍ତ ନାୟକ, ଗୁଣପୁର ବିଧାୟକ ତ୍ରିନାଥ ଗମାଙ୍ଗ ଏବଂ ଦଶପଲ୍ଲା ବିଧାୟକ ପୂର୍ଣ୍ଣଚନ୍ଦ୍ର ନାୟକ ବିଜେଡି ଛାଡିଛନ୍ତି।



from Odisha Reporter https://ift.tt/2JpCTiw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages