
କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ):କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରରେ ଆଜିଠୁ ପ୍ରଚାର ଆରମ୍ଭ କରିଛି ବିଜେପି। ଏହି ସଂସଦୀୟ କ୍ଷେତ୍ରର ୭ଟି ନିର୍ବାଚନ ମଣ୍ଡଳୀରେ ପ୍ରଚାର ପାଇଁ ୨୧ଟି ରଥ ବୁଲିବ। ପ୍ରତି ନିର୍ବାଚନ ମଣ୍ଡଳୀରେ ୩ଟି ଲେଖାଏ ରଥ ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି।
ଆଜି ଏନେଇ ଜିଲ୍ଲା ବିଜେପି ସଭାପତି ଦୁର୍ଯ୍ୟଧୋନ ସାହୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ବିଜେପି ନେତା ଭୁବନ ମୋହନ ଜେନା, ବିଜେପି ନେତ୍ରୀ, ଉର୍ମିଳା ସେଠୀ, ଯୁବ ବିଜେପି ନେତା ସଲିମ ଖାନ୍ ପ୍ରମୁଖ ଉପସ୍ଥିତ ଥିଲେ।
from Odisha Reporter https://ift.tt/2JjT80x
No comments:
Post a Comment