୧୧ ମାର୍ଚ୍ଚ, ସୋମବାର: ଖାଦ୍ୟପେୟର ଯତ୍ନ ନିଅନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 10, 2019

୧୧ ମାର୍ଚ୍ଚ, ସୋମବାର: ଖାଦ୍ୟପେୟର ଯତ୍ନ ନିଅନ୍ତୁ

ମେଷ: ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସମୟ ବିତାଇବେ।

ମିଥୁନ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାନ-ସମ୍ମାନ ବଢ଼ିବ। ପଦୋନ୍ନତିର ଯୋଗ ରହିଛି।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମଧ୍ୟାହ୍ଣ ପରେ ଶୁଭ ଖବର ମିଳିବ।

ସିଂହ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। କାହାକୁ ଋଣ ଦିଅନ୍ତୁ ନାହିଁ। ଅଳଙ୍କାର କିଣିପାରନ୍ତି।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି।

ତୁଳା: ଆଜି ତରବରିଆ ଭାବରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ଧନୁ: ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହୋଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ।

କୁମ୍ଭ: ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ମୀନ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।



from Odisha Reporter https://ift.tt/2J3FZZd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages