କୋହଲା ପାଗ ଆଉ ଦୁଇ ଦିନ; ୨୨ରୁ ବଢ଼ିବ ତାତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 19, 2019

କୋହଲା ପାଗ ଆଉ ଦୁଇ ଦିନ; ୨୨ରୁ ବଢ଼ିବ ତାତି

tempt

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ରହିବା ସହିତ କାଳବୈଶାଖୀ ହେଉଛି। ତେବେ ଏ ଅବସ୍ଥା ଆଉ ଦୁଇ ଦିନ ରହିବ। ତା’ପର ଠାରୁ ତାତି ବଢ଼ିବ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ ୨୨ ତାରିଖଠାରୁ ରାଜ୍ୟରେ ତାପମାତ୍ର ବଢ଼ିବ। କିଛି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ବି ରହିବ।

ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଆଜି ଓ ଆସନ୍ତାକାଲି (୨୦ ଓ ୨୧ତାରିଖ) ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଭଳି କିଛି ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ।



from Odisha Reporter https://ift.tt/2ugSExB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages