ଦାମୋଦର ରାଉତଙ୍କୁ ଆଶ୍ୱସ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 13, 2019

ଦାମୋଦର ରାଉତଙ୍କୁ ଆଶ୍ୱସ୍ତି

damarout

କଟକ (ଓଡ଼ିଶା ରିପୋର୍ଟର): ହରିଜନ ସମ୍ପର୍କିତ ମନ୍ତବ୍ୟ ମାମଲାରେ ପାରାଦୀପ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଜାତିଆଣ ଆକ୍ଷେପ ମାମଲାକୁ ହାଇକୋର୍ଟ ରଦ୍ଦ କରି ଦେଇଛନ୍ତି।

୨୦୧୦ ମସିହାରେ ଦାମୋଦର ରାଉତ ଏକ ସାଧାରଣ ସଭାରେ ଜାତିଆଣ ଆକ୍ଷେପ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଏନେଇ ମନୋଜ ଭୋଇ ନାମକ ଜଣେ ବ୍ୟକ୍ତି କୁଜଙ୍ଗ ଥାନାରେ ଏତଲା ଦେଇଥିଲେ।

ଏହାପରେ ମାମଲା ଖାରଜ କରିବା ପାଇଁ ଦାମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆଜି ହାଇକୋର୍ଟ ଏହି ମାମଲାକୁ ରଦ୍ଦ କରି ଦେଇଛନ୍ତି।



from Odisha Reporter https://ift.tt/2W1o2fF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages