୧୦ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 17, 2019

୧୦ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

raining

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅପରାହ୍ନ ୨ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। ଅନେକ ସ୍ଥାନରେ କୁଆପଥର ମାରିଥିଲା। କାଳବୈଶାଖୀ ବର୍ଷା ଯୋଗୁ କିଛି ସ୍ଥାନରେ ଗଛ ଭାଙ୍ଗିବା ସହ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା।



from Odisha Reporter https://ift.tt/2Y4Jbas

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages