ସର୍ଟ ସର୍କିଟରୁ ପୋଡ଼ିଗଲା ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ସର୍ଟ ସର୍କିଟରୁ ପୋଡ଼ିଗଲା ଘର

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ସୁନ୍ଦରଗଡ଼ ଜିଲ୍ଲା ସାରନଗରୀରେ ଅଗ୍ନିକାଣ୍ଡ ଘଟିଛି। ମୋବାଇଲ୍ ଟାୱାରର ସର୍ଟ ସର୍କିଟରୁ ଜଣଙ୍କ ଘର ପୋଡ଼ି ଯାଇଛି। ଆଜି ସକାଳେ ଏହି ଅଗ୍ନିକାଣ୍ତ ଘଟିଥିଲା। ଘରେ ଥିବା ଲୋକ ଏବଂ ତିନି ଜଣ ପିଲାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ।

ମୋବାଇଲ୍ ଟାୱାରରେ ଲାଗିଥିବା ବ୍ୟାଟେରୀ ଏବଂ ଅନ୍ୟାନ୍ୟ ବିଦ୍ୟୁତ ସାମଗ୍ରୀର ସ୍ପର୍ଶରେ ଆସି ନିଆଁ ଲାଗିଯାଇଥିଲା। ସଙ୍ଗେ ସଙ୍ଗେ ଏହି ନିଆଁ ନିକଟରେ ଥିବା ଏକ ଘରକୁ ବ୍ୟାପି ଯାଇଥିଲା।

ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ପାଇଁ ସ୍ଥାନୀୟ ଲୋକେ ଦାବି କରିଥିଲେ।



from Odisha Reporter https://ift.tt/2U26kLD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages