ପ୍ରଥମ ପର୍ଯ୍ୟାୟ ନିର୍ବାଚନ ରଣାଙ୍ଗନରେ ୨୪୫ ପ୍ରାର୍ଥୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 25, 2019

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ରଣାଙ୍ଗନରେ ୨୪୫ ପ୍ରାର୍ଥୀ

election

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୫ଜଣ ପ୍ରାର୍ଥୀ ଓ ୪ଟି ଲୋକସଭା ଆସନରେ ମୋଟ ୩୦ଜଣ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନରେ ୨୦୭ଜଣ ପ୍ରାର୍ଥୀ ବିଧାନସଭା ପାଇଁ ଓ ୨୨ଜଣ ପ୍ରାର୍ଥୀ ଲୋକସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସୁଦ୍ଧା ୯୬ଜଣ ପ୍ରାର୍ଥୀ ବିଧାନସଭା ପାଇଁ ଏବଂ ୨୧ଜଣ ପ୍ରାର୍ଥୀ ଲୋକସଭା ନିମନ୍ତେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତେବେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତକାଲି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିବାବେଳେ ଆଜି କେବଳ ୮୭ଜଣ ପ୍ରାର୍ଥୀ ବିଧାନସଭା ଓ ୧୭ଜଣ ପ୍ରାର୍ଥୀ ଲୋକସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।



from Odisha Reporter https://ift.tt/2FrrFEM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages