ଦୁଇଟି ମାଈ ହାତୀଙ୍କ ଗଳିତ ମୃତଦେହ ଠାବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 12, 2019

ଦୁଇଟି ମାଈ ହାତୀଙ୍କ ଗଳିତ ମୃତଦେହ ଠାବ

45

ନୀଳଗିରି (ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା କୁଲଡ଼ିହା ଅଭୟାରଣ୍ୟର ବାଲିଚୁଆ ପାହାଡ଼ ଉପରେ ଦୁଇଟି ମାଈ ହାତୀଙ୍କ ଗଳିତ ମୃତଦେହ ଠାବ କରିଛି ବନ ବିଭାଗ। ଦୁଇ ହାତୀଙ୍କ ବୟସ ୩୦ରୁ ୪୦ବର୍ଷ ମଧ୍ୟରେ ହେବ ବୋଲି ଜଣାପଡ଼ିଛି।

ଏନେଇ ବନ କର୍ମଚାରୀ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଖବର ଦେବା ପରେ ଆରସିସିଏଫ୍ ଓ ଏସିଏଫ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ତା’ପରେ ସେମାନଙ୍କର ଶବ ବ୍ୟବଚ୍ଛେଦ କରାଯାଇଥିଲା।

ଆନ୍ଥ୍ରାକ୍ସ ପୀଡ଼ିତ ହୋଇ ହାତୀ ଦୁଇଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି ବୋଲି ଏସିଏଫ୍‌ ଲକ୍ଷ୍ମଣ ପ୍ରଧାନ କହିଛନ୍ତି।



from Odisha Reporter https://ift.tt/2u11VKe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages