ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 31, 2019

ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର

fire45

ଯାଜପୁର(ଗୁଲାମ ଗସ୍‌): ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍‌ ଅନ୍ତର୍ଗତ ନୂଆଶାସନ ଗାଁରେ ଅଗ୍ନିକାଣ୍ଡ ଘଟି ୫ବଖରା ଘର ପାଉଁଶ ହୋଇଯାଇଛି।

ଆଜି ସକାଳେ ଗାଁର ନୀଳକଣ୍ଠ ମିଶ୍ରଙ୍କର ଘରେ ନିଆଁ ଲାଗିଯାଇଥିଲା। ନିଆଁର ପ୍ରକୋପ ଏତେ ଥିଲା ଯେ ଘରୁ କୌଣସି ଜିନିଷପତ୍ର ବାହାର କରିବା ସମ୍ଭବ ହୋଇ ନଥିଲା।

fire2ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ସବୁ ପୋଡ଼ି ଛାରଖାର ହୋଇସାରିଥିଲା।
ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ। ତେବେ ରୋଷେଇ ଘରୁ ଏହି ନିଆଁ ଲାଗିଥିବା ଅନୁମାନ କରାଯାଉଛି।



from Odisha Reporter https://ift.tt/2U78iew

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages