ମାର୍ଚ୍ଚ ୨୯,ଶୁକ୍ରବାର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 28, 2019

ମାର୍ଚ୍ଚ ୨୯,ଶୁକ୍ରବାର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ

ମେଷ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସମୟ ବିତାଇବେ।

ମିଥୁନ: ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କର୍କଟ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆୟଠାରୁ ବ୍ୟୟ ଅଧିକ ହେବ।

ସିଂହ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। କାହାକୁ ଋଣ ଦିଅନ୍ତୁ ନାହିଁ। ସୁନା,ରୁପା ଅଳଙ୍କାର କିଣିପାରନ୍ତି।

କନ୍ୟା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ମା’ର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଆଜି ତରବରିଆ ଭାବରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

ଧନୁ: ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମକର: ସାମାଜିକ କାର୍ଯ୍ୟରେ ଟଙ୍କା ଖର୍ଚ୍ଚ କରିବେ। କୌଣସି କଥାକୁ ନେଇ ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ।

କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ମାନ-ସମ୍ମାନ ବଢ଼ିବ। ଆୟ ଅଧିକ ହେବ।

ମୀନ: ଚାକିରିକ୍ଷେତ୍ରରେ ପ୍ରଶଂସିତ ହେବେ। ପିତାଙ୍କ ସହଯୋଗ ମିଳିବ। ଆତ୍ମବିଶ୍ୱାସ ବଢ଼ିବ। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି କାଟିବେ।



from Odisha Reporter https://ift.tt/2Ozo1N8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages