ପୋଷ୍ଟର ମାରି ନିର୍ବାଚନ ବର୍ଜନ କରିବାକୁ କହିଲେ ନକ୍ସଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 21, 2019

ପୋଷ୍ଟର ମାରି ନିର୍ବାଚନ ବର୍ଜନ କରିବାକୁ କହିଲେ ନକ୍ସଲ

poster

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କାଲିମେଳା ବସ୍‌ଷ୍ଟାଣ୍ଡ ସହ ବିଭିନ୍ନ ସ୍ଥାନରେ ଆଜି ନକ୍ସଲ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଥିଲା।  ନକ୍ସଲଙ୍କ କାଲିମେଳା ଆଞ୍ଚଳିକ କମିଟି ପକ୍ଷରୁ ଏହି ପୋଷ୍ଟର ଲାଗାଯାଇଥିଲା।

ଲୋକସଭା ଓ ବିଧାନସଭା ନିର୍ବାଚନକୁ ବର୍ଜନ କରିବା ପାଇଁ ପୋଷ୍ଟରରେ ଲେଖା ଯାଇଥିଲା। ଏଥିସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶାସନକୁ ଧ୍ୱଂସ କରାଯାଉ ବୋଲି ପୋଷ୍ଟରେ ଉଲ୍ଲେଖ କରାଯାଇଥିଲା।

ନିର୍ବାଚନ ଆଉ କିଛି ଦିନ ବାକି ଥିବା ବେଳେ ନକ୍ସଲମାନେ ପୋଷ୍ଟର ମାଧ୍ୟମରେ ସରକାରଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରିଛନ୍ତି।



from Odisha Reporter https://ift.tt/2U5ym8Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages