ଏପ୍ରିଲ୍‌ ୬ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 31, 2019

ଏପ୍ରିଲ୍‌ ୬ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

modi

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏପ୍ରିଲ ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଓଡ଼ିଶା ଗସ୍ତରେ ଆସିବେ। ସେହି ଦିନ ସେ ସୁନ୍ଦରଗଡ଼ରେ ଏକ ସାଧାରଣ ସଭାରେ ଯୋଗ ଦେବେ। କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ଏହି ସୂଚନା ଦେଇଛନ୍ତି।

ତା’ପୂର୍ବରୁ ପ୍ରଧାନମନ୍ତ୍ରୀ ଏପ୍ରିଲ୍‌ ୨ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ସେ କଳାହାଣ୍ଡି ଗସ୍ତରେ ଯିବେ।

ଦୁଇ ଦିନ ତଳେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଥିଲେ। ସେ କୋରାପୁଟର ଜୟପୁରରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ। ଏହା ଥିଲା ଚଳିତ ନିର୍ବାଚନରେ ରାଜ୍ୟରେ ତାଙ୍କର ପ୍ରଥମ ସଭା। ଏଥିରେ ସେ ଉଭୟ ବିଜେଡି ଓ କଂଗ୍ରେସକୁ ଶାଣିତ ସମାଲୋଚନା କରିଥିଲେ।



from Odisha Reporter https://ift.tt/2OycKwR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages