ନିର୍ବାଚନ ଲଢ଼ିବେ ଭୋଜପୁରୀ ଅଭିନେତା ରବି କିଷାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 27, 2019

ନିର୍ବାଚନ ଲଢ଼ିବେ ଭୋଜପୁରୀ ଅଭିନେତା ରବି କିଷାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) ଏଥର ଲୋକସଭା ନିର୍ବାଚନ ଲଢ଼ିବେ ଭୋଜପୁରୀ  ଫିଲ୍ମର ଲୋକପ୍ରିୟ ଅଭିନେତା ତଥା ବିଜେପି ନେତା ରବି କିଷାନ। ତେବେ ସେ କେଉଁଠୁ ନିର୍ବାଚନ ଲଢ଼ିବେ ସେ ନେଇ କୌଣସି ସୂଚନା ମିଳିପାରି ନାହିଁ। ସେ ଏହାର ନିଷ୍ପତ୍ତି ଦଳ ଉପରେ ଛାଡିଦେଇଛନ୍ତି।

ଦେଶରେ ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟତା ୨୦୧୪ ତୁଳନାରେ ଅଧିକ ରହିଛି।  ବିଜେପି ପାତାଳରେ ନିର୍ବାଚନ ଲଢ଼ିଲେ ମଧ୍ୟ ବିଜୟ ସୁନିଶ୍ଚିତ ବୋଲି ଦମ୍ଭୋକ୍ତି ବାଢ଼ିଛନ୍ତି ରବି କିଷାନ। ସେ ନିର୍ବାଚନ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ଥିବା କହିଛନ୍ତି ରବି।



from Odisha Reporter https://ift.tt/2HVOpQk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages