ବିଜେପୁରରୁ ନାମାଙ୍କନପତ୍ର ଦାଖଲ କଲେ ନବୀନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 25, 2019

ବିଜେପୁରରୁ ନାମାଙ୍କନପତ୍ର ଦାଖଲ କଲେ ନବୀନ

ବରଗଡ଼(ଦୀପକ ଶର୍ମା) : ଆଜି ବିଜେପୁର ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସେ ନାମାଙ୍କନ ଭରିଛନ୍ତି।

ବିଜେଡି ସଭାପତି ଏଥର ହିଞ୍ଜିଳି ସହ ବିଜେପୁରରୁ ପ୍ରାର୍ଥୀ ହୋଇଛନ୍ତି। ଗତ ୨୦ ତାରିଖରେ ସେ ହିଞ୍ଜିଳିରୁ ପ୍ରାର୍ଥିପତ୍ର ଦାଖଲ କରିସାରିଛନ୍ତି।

ଆଜି ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଏହି ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ହେବ। ଏଥିପାଇଁ ଏହି ନିର୍ବାଚନମଣ୍ଡଳୀ ଗୁଡିକରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ।



from Odisha Reporter https://ift.tt/2JBPIpP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages