
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟା ୭ଟା ଭିତରେ ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ବି ମାରିପାରେ। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଘଡ଼ଘଡ଼ି ମାରିବା ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
from Odisha Reporter https://ift.tt/2VWgF8Z
No comments:
Post a Comment