କଂଗ୍ରେସରେ ମିଶିଲେ ନବୀନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 20, 2019

କଂଗ୍ରେସରେ ମିଶିଲେ ନବୀନ

naveen

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡିରୁ ନିଲମ୍ବିତ ଢେଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦ ଆଜି କଂଗ୍ରେସରେ ମିଶିଛନ୍ତି। ରାଜ୍ୟ କଂଗ୍ରେସ ଭବନରେ ଆୟୋଜିତ ମହାମିଶ୍ରଣ କାର୍ଯ୍ୟକ୍ରମରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଥିଲେ। ଏହା ସହିତ ତାଙ୍କ ଯୋଗଦାନକୁ ନେଇ କିଛି ଦିନ ହେଲା ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି।

ନିରଞ୍ଜନ କହିଛନ୍ତି, ଢେଙ୍କାନାଳର ବରିଷ୍ଠ ନେତା ନବୀନ ନନ୍ଦ କଂଗ୍ରେସରେ ଯୋଗ ଦେଇଥିବାରୁ ଏହା ଦଳ ପାଇଁ ଶୁଭ ସୂଚନା।

ଶ୍ରୀ ନନ୍ଦ ପ୍ରଥମେ ବିଜେପିରେ ସାମିଲ ହେବା ପାଇଁ ଉଦ୍ୟମ କରିଥିଲେ। କିନ୍ତୁ ବିଜେପି ତାଙ୍କୁ ଢେଙ୍କାନାଳ ସଦର ବିଧାନସଭା ଆସନ ଟିକେଟ୍ ଦେବା ପାଇଁ ଅନିଚ୍ଛା ପ୍ରକାଶ କରିବା ପରେ ସେ କଂଗ୍ରେସରେ ସାମିଲ ହେଉଥିବା ଜଣାପଡ଼ିଛି।

 

 

 

 



from Odisha Reporter https://ift.tt/2JsXX7E

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages