ମିଠା ଖାଇ ୪୨ ଅସୁସ୍ଥ, ଅଧିକାଂଶ ଶିଶୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 16, 2019

ମିଠା ଖାଇ ୪୨ ଅସୁସ୍ଥ, ଅଧିକାଂଶ ଶିଶୁ

poision

ବିନିକା (ଦିଲ୍ଲୀପ ସାହୁ): ବାହାଘର ମିଠା ଖାଇ ୪୨ ଜଣ ଅସୁସ୍ଥ ହୋଇଯାଇଛନ୍ତି। ଅସୁସ୍ଥଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଅଛନ୍ତି। ଏ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍‌ ଅନ୍ତର୍ଗତ ବାଙ୍କିପାଲି ଗାଁରେ।

ଚିକିତ୍ସା ପରେ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଜଣାପଡ଼ିଛି।

ଗତକାଲି ମିଠା ଖାଇ ଅସୁସ୍ଥ ହୋଇଯିବା ପରେ ୨୦ ଜଣଙ୍କୁ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହାପରେ ରାତି ପ୍ରାୟ ୧୨ଟା ବେଳେ ଡୁଙ୍ଗୁରିପାଲି ଡାକ୍ତରଖାନାର ଏକ ଡାକ୍ତରୀ ଟିମ୍ ଗାଁରେ ପହଞ୍ଚି ଅନ୍ୟମାନଙ୍କର ଚିକିତ୍ସା କରିବା ସହିତ ସ୍ଥିତି ଅନୁଧ୍ୟାନ କରିଥିଲେ।



from Odisha Reporter https://ift.tt/2Ff8dft

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages