ପ୍ରଥମ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ୪ଜଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 18, 2019

ପ୍ରଥମ ଦିନରେ ପ୍ରାର୍ଥିପତ୍ର ଦାଖଲ କଲେ ୪ଜଣ

ELECTIONEVMVVPAT

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରେ ମାତ୍ର ୪ଜଣ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ପ୍ରଥମ ଦିନରେ ଲୋକସଭା ଆସନ ପାଇଁ କୌଣସି ପ୍ରାର୍ଥୀପତ୍ର ଦାଖଲ ହୋଇନଥିବାବେଳେ ନର୍ଲା, ନବରଙ୍ଗପୁର, ବ୍ରହ୍ମପୁର ଓ ମାଲକାନଗିରି ବିଧାନସଭା ପାଇଁ ଜଣେ ଲେଖାଏ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଆସନ- କୋରାପୁଟ, ନବରଙ୍ଗପୁର,କଳାହାଣ୍ଡି ଓ ବ୍ରହ୍ମପୁର ଓ ୨୮ଟି ବିଧାନସଭା ଆସନରେ ଏପ୍ରିଲ ୧୧ରେ ଭୋଟଗ୍ରହଣ ହେବ ଏବଂ ନାମାଙ୍କନ ପତ୍ର ଦାଖଲ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ।



from Odisha Reporter https://ift.tt/2Y1XaxD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages