୨୯ରେ ଓଡ଼ିଶାରେ ନିର୍ବାଚନୀ ପ୍ରଚାର କରିବେ ମୋଦି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 21, 2019

୨୯ରେ ଓଡ଼ିଶାରେ ନିର୍ବାଚନୀ ପ୍ରଚାର କରିବେ ମୋଦି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଦୁଇ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବାବେଳେ ଆସନ୍ତା ୨୯ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ସେ ଦକ୍ଷିଣ ଓଡ଼ିଶାରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁସାରେ, ୨୯ତାରିଖରେ ମୋଦି କୋରାପୁଟର ଜୟପୁରଠାରେ ଏକ ବିଶାଳ ନିର୍ବାଚନୀ ସମାବେଶକୁ ସମ୍ବୋଧିତ କରିବେ। ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବାପରେ ଏହା ମୋଦିଙ୍କ ପ୍ରଥମ ଓଡ଼ିଶା ଗସ୍ତ ହେବ। ଖୁବଶୀଘ୍ର ମୋଦିଙ୍କ ଚୂଡ଼ାନ୍ତ କାର୍ଯ୍ୟସୂଚୀ ଜାରି କରାଯିବ ବୋଲି ଦଳ ପକ୍ଷରୁ ସୂଚନା ମିଳିଛି।



from Odisha Reporter https://ift.tt/2CtRJhQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages