୨୨ ମାର୍ଚ୍ଚ, ଶୁକ୍ବାରର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 21, 2019

୨୨ ମାର୍ଚ୍ଚ, ଶୁକ୍ବାରର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବ। ଅନ୍ୟକୁ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। କୌଣସି ରୋଗରେ ପୀଡ଼ିତ ଥିବା ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିବ।

ବୃଷ: ପରିଶ୍ରମର ଫଳ ମିଳିବ। ଆପଣଙ୍କର କଥା ଓ ବ୍ୟବହାର ଅନ୍ୟକୁ ପ୍ରଭାବିତ କରିବ। କଳା, ଅଧ୍ୟୟନ ଓ ଲେଖନୀ କ୍ଷେତ୍ରରେ ରୁଚି ବଢ଼ିବ। ବାହାରେ ଭୋଜନ କରନ୍ତୁ ନାହିଁ।

ମିଥୁନ: ଅଧିକ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହେବ। କୌଣସି ସ୍ଥାନକୁ ଯାତ୍ରା କରିପାରନ୍ତି। ଶୁଭ ଖବର ମିଳିବ।

ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ଭାବିଚିନ୍ତି କରନ୍ତୁ। ଆୟ ବଢ଼ିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଚାକିରି ଓ ବ୍ୟବସାୟ କ୍ଷେତ୍ରରେ ଲାଭ ମିଳିବ। ଉପହାର ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି।

ତୁଳା: ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ। କଥାବାର୍ତ୍ତା ଓ ବ୍ୟବହାରରେ ସଂଯମତା ରଖନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ବିଛା: ଦିନଟି ଭଲରେ କଟିବ। ଆୟ ବଢ଼ିବ। ଅବିବାହିତଙ୍କ ପାଇଁ ବିବାହ ଯୋଗ ରହିଛି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ଧନୁ: ସମାଜରେ ସମ୍ମାନ ଓ ପ୍ରତିଷ୍ଠା ମିଳିବ। ଚାକିରି କ୍ଷେତ୍ରରେ ପଦୋନ୍ନତି ହେବ। ସ୍ୱାସ୍ଥ୍ୟ ଭଲ ରହିବ। ପରିବାରରେ ଭଲ ବାତାବରଣ ରହିବ।

ମକର: ଅସୁସ୍ଥ ଅନୁଭବ କରିବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

କୁମ୍ଭ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦ, କ୍ରୋଧ ଓ ନିଜର କଥାବାର୍ତ୍ତାରେ ସଂଯମତା ରଖନ୍ତୁ। ଆର୍ଥିକ ସଙ୍କଟ ଦେଖା ଦେଇପାରେ। ଘରକୁ ଅତିଥି ଆସିପାରନ୍ତି।

ମୀନ: କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।



from Odisha Reporter https://ift.tt/2HKSJS9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages