୭ ମାର୍ଚ୍ଚ, ଗୁରୁବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 6, 2019

୭ ମାର୍ଚ୍ଚ, ଗୁରୁବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3

ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ବୃଷ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ମନକୁ ସ୍ଥିର ରଖନ୍ତୁ।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ସିଂହ: ସାଙ୍ଗମାନଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ଘରେ ହସଖୁସିର ପରିବେଶ ରହିବ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

ତୁଳା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ବିଚ୍ଛା: ନୂଆ ପୋଷାକ କିଣିପାରନ୍ତି। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ। ବନ୍ଧୁଙ୍କ ସହ ଝଗଡ଼ା ହୋଇପାରେ।

ଧନୁ: ବିଦେଶକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କୌଣସି କଥାକୁ ନେଇ ପରିବାର ସଦସ୍ୟ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ।

କୁମ୍ଭ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନକାରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତୁ। ମାନସିକ ଅଶାନ୍ତିରେ ରହିବେ।

ମୀନ: ଭାଇଭଉଣୀଙ୍କ ସହ ଖୁସିରେ ଦିନଟି ବିତେଇବେ। ଶରୀର ଫୂର୍ତ୍ତି ରହିବ। ଉପହାର ମିଳିବ।



from Odisha Reporter https://ift.tt/2TCCwoo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages