ଦୁଇଟି କାର୍‌ରୁ ୯ ଲକ୍ଷ ଟଙ୍କା ଜବତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 28, 2019

ଦୁଇଟି କାର୍‌ରୁ ୯ ଲକ୍ଷ ଟଙ୍କା ଜବତ

money

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲାରେ ଦୁଇଟି କାରରୁ ୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରାଯାଇଛି।

ଆମ୍ବାଗନ ଛକରେ ଗୋଟିଏ କାର୍‌ରୁ ୬ ଲକ୍ଷ ଟଙ୍କା ଜବତ କରାଯାଇଥିବା ବେଳେ କୁଆରମୁଣ୍ଡା-ବୀରମିତ୍ରପୁର ରାସ୍ତାରେ ଆଉ ଏକ କାର୍‌ରୁ ୩ ଲକ୍ଷ ୨୦ ହଜାର ଟଙ୍କା ଜବତ କରାଯାଇଛି।

money1ନିର୍ବାଚନ ଦାୟିତ୍ୱରେ ଥିବା ୩ ଜଣିଆ ଟିମ୍ ଏହି ଟଙ୍କା ଜବତ କରିଛି। ଏହି ଟଙ୍କା କେଉଁଠାରୁ ଆସିଥିଲା ଓ କେଉଁଠାକୁ ଯାଉଥିଲା, ସେ ନେଇ ତଦନ୍ତ ଚାଲିଛି।



from Odisha Reporter https://ift.tt/2WvG8Xo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages