ରାତି ୮ଟା ଭିତରେ କାଳବୈଶାଖୀ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 13, 2019

ରାତି ୮ଟା ଭିତରେ କାଳବୈଶାଖୀ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) କାଳବୈଶାଖୀ ଭୟ। ଏନେଇ ୩ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ। ଆଜି ରାତି ୮ଟା ଭିତରେ ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲାରେ ବର୍ଷା ସହ ପବନ ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଭାଗ ଆକଳନ କରିଛି।



from Odisha Reporter https://ift.tt/2EXiR9v

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages