ନୀଳଗିରିରେ ମନୋଜା ମଞ୍ଜରୀ ଦେବୀଙ୍କୁ ବିରୋଧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 23, 2019

ନୀଳଗିରିରେ ମନୋଜା ମଞ୍ଜରୀ ଦେବୀଙ୍କୁ ବିରୋଧ

ନୀଳଗିରି(ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ କଂଗ୍ରେସ ପ୍ରାର୍ଥୀ ମନୋଜା ମଞ୍ଜରୀ ଦେବୀଙ୍କୁ ବିରୋଧ କରାଯାଇଛି। ଆଶାୟୀ ପ୍ରାର୍ଥୀ ତଥା ପିସିସି ସଦସ୍ୟ ଚିତ୍ତରଞ୍ଜନ ଷଡ଼ଙ୍ଗୀଙ୍କ ସମର୍ଥକମାନେ ମନୋଜାଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରିଛନ୍ତି। ଏହା ସହ ରାଜ୍ୟ ନେତୃତ୍ୱଙ୍କ ପାଖରେ ଫେରାଦ ହେବେ ବୋଲି ସେମାନେ କହିଛନ୍ତି।

ଗତକାଲି କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଥିଲା। ଏଥିରେ ନୀଳଗିରି ରାଜ ପରିବାରର ମନୋଜା ମଞ୍ଜରୀ ଦେବୀଙ୍କୁ ଦଳ ଟିକେଟ ଦେଇଥିଲା।

ଅନ୍ୟପକ୍ଷରେ ଟିକେଟ ପାଇବା ପରେ ମନୋଜ ମଞ୍ଜରୀ କହିଥିଲେ,“ଚିତ୍ତରଞ୍ଜନ ତାଙ୍କୁ ସମର୍ଥନ କରୁଛନ୍ତି ଓ ନିର୍ବାଚନରେ ସହଯୋଗ କରିବେ। ”



from Odisha Reporter https://ift.tt/2TPsl0G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages