କଂଗ୍ରେସରେ ନୂଆ ଦାୟିତ୍ୱ ପାଇଲେ ରଞ୍ଜୀବ ବିଶ୍ୱାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 28, 2019

କଂଗ୍ରେସରେ ନୂଆ ଦାୟିତ୍ୱ ପାଇଲେ ରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ସାଂସଦ ରଞ୍ଜୀବ ବିଶ୍ୱାଳଙ୍କୁ ମିଳିଲା ନୂଆ ଦାୟିତ୍ୱ। କଂଗ୍ରେସ ରାଜ୍ୟସଭା ସଭ୍ୟ ରଞ୍ଜୀବଙ୍କୁ ଜାତୀୟ ମୁଖପାତ୍ର ଭାବେ ଦଳ ପକ୍ଷରୁ ନିଯୁକ୍ତ କରାଯାଇଛି।

କଂଗ୍ରେସ ସଭାପତି ରାହୁଲ ଗାନ୍ଧି ରଞ୍ଜୀବଙ୍କ ନିଯୁକ୍ତିକୁ ଅନୁମୋଦନ କରିଥିବା ନେଇ ପ୍ରେସ୍ ବିଜ୍ଞପ୍ତି ଜରିଆରେ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି କଂଗ୍ରେସ ନେତା ଶୈଳେନ୍ଦ୍ରଙ୍କୁ ଜାତୀୟ ମିଡିଆ କୋଅଡିନେଟର୍ ଭାବେ ନିଯୁକ୍ତି ମିଳିଛି। ରଞ୍ଜୀବ ଏବେ ଓଡ଼ିଶାରୁ ରାଜ୍ୟସଭାକୁ ପ୍ରତିନିଧିତ୍ୱ କରୁଛନ୍ତି।



from Odisha Reporter https://ift.tt/2uy6SKF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages