ନିର୍ବାଚନ ଲଢ଼ିବାକୁ ଜାନକୀ ନନ୍ଦନଙ୍କ ମନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 12, 2019

ନିର୍ବାଚନ ଲଢ଼ିବାକୁ ଜାନକୀ ନନ୍ଦନଙ୍କ ମନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜନୈତିକ ମୈଦାନକୁ ଓହ୍ଲାଇପାରନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ୱୀ ବଲ୍ଲଭ ପଟ୍ଟନାୟକ। ଚର୍ଚ୍ଚା ହେଉଛି ସେ କଂଗ୍ରେସରୁ ବେଗୁନିଆ-ବୋଲଗଡ଼ ଆସନରୁ ଲଢ଼ିପାରନ୍ତି। ଏ ବିଷୟରେ ସେ ପରୋକ୍ଷରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ବେଗୁନିଆ-ବୋଲଗଡ଼ରେ କଂଗ୍ରେସ କର୍ମୀ ଉତ୍ସାହିତ ଅଛନ୍ତି। ସ୍ଥାନୀୟ କଂଗ୍ରେସ କର୍ମୀ ମତେ ଭଲ ପାଉଛନ୍ତି ଓ ଚାହୁଁଛନ୍ତି ମଧ୍ୟ। ତେବେ ପ୍ରାର୍ଥିତ୍ୱ ନେଇ କିଛି ଫାଇନାଲ ହୋଇନି । କଂଗ୍ରେସକୁ ଏକାଠି, ସୁଦୃଢ଼ କରିବାକୁ ମୁଁ ଚାହୁଁଛି ବୋଲି ପୃଥ୍ୱୀ ବଲ୍ଲଭ କହିଛନ୍ତି।



from Odisha Reporter https://ift.tt/2HrMkLG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages