ଆଜି ପ୍ରକାଶ ପାଇପାରେ କଂଗ୍ରେର ବାକି ପ୍ରାର୍ଥୀ ତାଲିକା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 22, 2019

ଆଜି ପ୍ରକାଶ ପାଇପାରେ କଂଗ୍ରେର ବାକି ପ୍ରାର୍ଥୀ ତାଲିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ଏଆଇସିସି ସ୍କ୍ରିନିଂ କମିଟିର କସରତ ପରେ ଆଜି କଂଗ୍ରେସର ପ୍ରଥମ ପର୍ଯ୍ୟାୟ ବାକି ତାଲିକା ପ୍ରକାଶ ପାଇପାରେ। କଂଗ୍ରେସ ପ୍ରାର୍ଥୀ ଚୟନ ନେଇ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଜାରି ରହିଛି। ୧୦ ଲୋଧି ରୋଡ଼ରେ କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ ଜାରି ରହିଛି।

ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ଟି.ଏସ୍ ସିଂଦେଓ ଏବଂ  ରୁଦ୍ର ରାଜୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଗତ ୧୮ ତାରିଖରେ  ୩୬ଟି ବିଧାନସଭା ଆସନ ଓ ୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିଲା।



from Odisha Reporter https://ift.tt/2TrRVUo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages