ପ୍ରାର୍ଥୀ ଘୋଷଣା ପରେ ପୁରୀ ଜିଲ୍ଲା କଂଗ୍ରେସରେ ଅସନ୍ତୋଷ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 30, 2019

ପ୍ରାର୍ଥୀ ଘୋଷଣା ପରେ ପୁରୀ ଜିଲ୍ଲା କଂଗ୍ରେସରେ ଅସନ୍ତୋଷ

ପୁରୀ(ମଧୁସୂଦନ ମିଶ୍ର): ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଅରୋପ୍ରସାଦ ମିଶ୍ରଙ୍କୁ ପ୍ରାର୍ଥୀ କରାଯିବା ପରେ ଜିଲ୍ଲା କଂଗ୍ରେସରେ ଅସନ୍ତୋଷ ପ୍ରକାଶ ପାଇଛି।

ପୁରୀ ଜିଲ୍ଲା କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ପୂର୍ଣ୍ଣଚନ୍ଦ୍ର ନାୟକ, ପ୍ରଦେଶ କଂଗ୍ରେସ ମୁଖପାତ୍ର ବିନାୟକ ଦାସମହାପାତ୍ର, ନଗର କଂଗ୍ରେସ ସଭାପତି ଛବିନ୍ଦ୍ର ପଢିଆରୀ ଓ ଯୁବ କଂଗ୍ରେସ ସଭାପତି ପ୍ରେମଜିତ ମହାନ୍ତିଙ୍କ ସମେତ ଦଳର ଅନେକ ନେତା ଓ କର୍ମୀ ଏକଜୁଟ ହୋଇ ଅରୋପ୍ରସାଦଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରିଛନ୍ତି।

ପୂର୍ଣ୍ଣଚନ୍ଦ୍ର ନାୟକ କହିଛନ୍ତି,“ଅରୋପ୍ରସାଦ ମିଶ୍ର ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରେ ନେତୃତ୍ୱ ନେଇପାରିବେନି ବୋଲି ଆମର ବିଶ୍ୱାସ। ପ୍ରାର୍ଥୀ ବଦଳାଇବା ପାଇଁ ପିସିସି ସଭାପତିଙ୍କୁ ଜଣାଇବୁ।”



from Odisha Reporter https://ift.tt/2CMk4QH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages