କେଉଁଦିନ କେଉଁଠି: ପ୍ରକାଶ ପାଇଲା ରାଜ୍ୟର ବିସ୍ତୃତ ନିର୍ବାଚନ ସୂଚୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 10, 2019

କେଉଁଦିନ କେଉଁଠି: ପ୍ରକାଶ ପାଇଲା ରାଜ୍ୟର ବିସ୍ତୃତ ନିର୍ବାଚନ ସୂଚୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଦ୍ୱାରା ଘୋଷଣା ହୋଇଛି ନିର୍ବାଚନ ତାରିଖ। ଏପ୍ରିଲ ୧୧ରୁ ମେ ୧୯ ମଧ୍ୟରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ସିକ୍କିମ ଓ ଅରୁଣାଚଳପ୍ରଦେଶରେ ବିଧାନସଭା ଲାଗି ମଧ୍ୟ ମତଦାନ ହେବ। ଓଡ଼ିଶାରେ ୪ ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଲୋକସଭା ଓ ତତ୍‌ସଂଲଗ୍ନ ବିଧାନସଭା ଲାଗି ଭୋଟଗ୍ରହଣ ଗୋଟିଏ ଦିନରେ ଅନୁଷ୍ଠିତ ହେବ। ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ପାଇଁ ଏମିତି ରହିଛି ଭୋଟ ଗ୍ରହଣ ତାରିଖ।

କେଉଁଦିନ କେଉଁଠି

ଏପ୍ରିଲ୍‌ ୧୧ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌: କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ

ଏପ୍ରିଲ୍‌ ୧୮ରେ ୨ୟ ପର୍ଯ୍ୟାୟ ଭୋଟ୍‌: ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା

ଏପ୍ରିଲ ୨୩ରେ ତୃତୀୟ ପର୍ଯ୍ୟାୟ ଭୋଟ୍: ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର

ଏପ୍ରିଲ ୨୯ରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍: ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର



from Odisha Reporter https://ift.tt/2XQugjV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages