ଓଏସ୍‌ଡିଏର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀଙ୍କ ଇସ୍ତଫା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 17, 2019

ଓଏସ୍‌ଡିଏର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀଙ୍କ ଇସ୍ତଫା

subrotobagchi1

ଭୁବନେଶ୍ୱର: ଓଡ଼ିଶା ସ୍କିଲ୍‌ ଡେଭଲପ୍‌ମେଣ୍ଟ୍‌ ଅଥରିଟି (ଓଏସ୍‌ଡିଏ)ର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ଗତକାଲି ଟ୍ୱିଟ୍ କରି ସେ ଏ ସଂପର୍କରେ ସୂଚନା ଦେଇଥିଲେ।

ମଲ୍‌ଟିନ୍ୟାସନାଲ୍‌ ଆଇଟି କମ୍ପାନୀ ‘ମାଇଣ୍ଡଟ୍ରି’ରେ ଦେଖାଦେଇଥିବା ସମସ୍ୟାର ସମାଧାନ ସହ କମ୍ପାନୀକୁ ଉଦ୍ଧାର କରିବା ଦର୍ଶାଇ ସେ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି।

ଟ୍ୱିଟ୍‌ କରି ସେ କହିଛନ୍ତି,“ମୁଁ ନିଶ୍ଚିତ ଭାବରେ ‘ଟ୍ରି’କୁ ସେମାନଙ୍କ କବଳରୁ ରକ୍ଷା କରିବି ଯେଉଁମାନେ ବୁଲ୍‌ଡୋଜର୍‌ ଓ ଚେନ୍‌ ନେଇ ଏହାକୁ କାଟିବା ପାଇଁ ଆସିଛନ୍ତି। ସେମାନେ ଏହି ସ୍ଥାନରେ ସପିଂମଲ୍‌ କରିବା ପାଇଁ ଚାହୁଁଛନ୍ତି।”

୨୦୧୬  ମସିହାରେ ରାଜ୍ୟ ସରକାର ବାଗ୍‌ଚୀଙ୍କୁ ଓଏସ୍‌ଡିଏର ଚେୟାରମ୍ୟାନ୍‌ ଦାୟିତ୍ୱ ପ୍ରଦାନ କରିଥିଲେ। ବାଗ୍‌ଚୀଙ୍କୁ ରାଜ୍ୟ ସରକାର କ୍ୟାବିନେଟ୍‌ ପାହ୍ୟା ମଧ୍ୟ ପ୍ରଦାନ କରିଥିଲେ।



from Odisha Reporter https://ift.tt/2Y4MTAU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages